ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା? ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତ କରାଯାଇଛି। ୩୮ ବର୍ଷରୁ ଅଧିକ ସମୟ ଧରି…