ପୂର୍ବତନ ବିବାଦୀୟ ବିଡିଓଙ୍କ ପୁନଃ ନିଯୁକ୍ତି ପ୍ରତିବାଦରେ ଧାରଣା କର୍ଲାମୁଣ୍ଡା,୧୪ା୧୦(ପ୍ରତାପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ପୂର୍ବତନ ବିବାଦୀୟ ବିଡିଓଙ୍କୁ ପୁନଃ ନିଯୁକ୍ତି ପ୍ରତିବାଦରେ ଗଣଧାରଣା ମଙ୍ଗଳବାର ଦ୍ୱିତୀୟ ଦିନରେ ପହଞ୍ଚିଥିଲା। ତେବେ ଭବାନୀପାଟଣା ଉପଜିଲାପାଳଙ୍କ ହସ୍ତକ୍ଷେପ ପରେ ଧାରଣା ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ଅପରାହ୍ନରେ ଉପଜିଲାପାଳ…