ପୂର୍ବତନ ଡିଜିପିଙ୍କୁ ମାଛ ଖାଇବାକୁ ଦେଇ ଛୁରୀ ଭୁସି ଦେଇଥିଲେ ସ୍ତ୍ରୀ, ତଦନ୍ତରୁ ହେଲା ବଡ଼ ଖୁଲାସା ବେଙ୍ଗାଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓମ ପ୍ରକାଶଙ୍କ ହତ୍ୟା ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏବେ ସୂଚନା ଆସିଛି ଯେ, ସେ ଖାଇବା ସମୟରେ ତାଙ୍କ ସ୍ତ୍ରୀ ତାଙ୍କୁ ହତ୍ୟା କରିଛନ୍ତି। ସୂତ୍ର...