ବିପଦରେ ନିରଞ୍ଜନ, ଲୋଡ଼ିଲେ ସରକାରଙ୍କ ସହାୟତା, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ… ଭୁବନେଶ୍ୱର,୨୭ା୧: ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଘଟଣାକୁ ୨୪ ଘଣ୍ଟା ପୂରିଯାଇଥିଲେ ମଧ୍ୟ ପୋଲିସକୁ ଲୁଟେରା ସମ୍ପର୍କରେ କୌଣସି ସୁରାକ ମିଳିନାହିଁ। ଉକ୍ତ ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ନିରଞ୍ଜନ। ନିରଞ୍ଜନ...