Ex PEO arrested

୭ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ହଡ଼ପ: ବନ୍ଧା ହେଲେ ପୂର୍ବତନ ପିଇଓ

କଳିଙ୍ଗନଗର,୩୦ା୮(ଶୁଭାଶିଷ ରାଉତ): ୭ ଲକ୍ଷ ୩୫୦୦୦ ହଜାର ସରକାରୀ ଟଙ୍କା ହଡ଼ପ ଅଭିଯୋଗରେ ଯାଜପୁର ଜିଲା ସୁକିନ୍ଦା ବ୍ଲକର ପୂର୍ବତନ ପିଇଓ ସନ୍ତୋଷ କୁମାର ଜେନାଙ୍କୁ ଦାନଗଦୀ…

3 months ago