Tag Archives: Exam

ରେଲ୍‌ୱେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌, ୪ ଲକ୍ଷରେ ବିକ୍ରି ନେଇ ସିବିଆଇର ଖୋଳତାଡ଼

ଲକ୍ଷ୍ନୌ, ୦୯।୦୮: ଗୋଟିଏ ପଟେ ଯୋଗୀ ସରକାର ପ୍ରଶ୍ନପତ୍ର ଲିକ ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ପ୍ରଣୟନ କରିବାକୁ ପ୍ରସ୍ତୁତି କରୁଛନ୍ତି ତ ଅନ୍ୟପଟେ ଗୋଟିଏ ପରେ ଗୋଟିଏ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ କମିବାର ନାଁ ନେଉନି ।...

ଘୁଞ୍ଚିଲା ନିଟ୍‌ ଶୁଣାଣି, ଏହି ତାରିଖରେ ହେବ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୧ା୭: ସୁପ୍ରିମକୋର୍ଟରେ ଗୁରୁବାର ହେବାକୁ ଥିବା ନିଟ୍‌ ଶୁଣାଣି ସ୍ଥଗିତ ରଖାଯାଇଛି। ଜୁଲାଇ ୮ରେ ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ବେଞ୍ଚ ଦ୍ୱାରା ଏହି ଶୁଣାଣି ହୋଇଥିଲା। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆଜି ହେବାର ଥିଲା ମାତ୍ର...

NTA ପରୀକ୍ଷା ସଂସ୍କାର ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ନୂଆଦିଲ୍ଲୀ,୨୨ା୬: ଏନ୍‌ଟିଏ ପରୀକ୍ଷା ସଂସ୍କାର ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ପରୀକ୍ଷାଗୁଡ଼ିକର ସ୍ବଚ୍ଛ, ସରଳ ଏବଂ ନିରପେକ୍ଷ ଆଚରଣକୁ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଉକ୍ତ କମିଟି ଗଠନ କରିଛି। କାରଣ ନିଟ୍‌, ୟୁଜି,...

ନିଟ୍‌ ବିବାଦ ମଧ୍ୟରେ CSIR-UGC-NET ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୧।୬: ନିଟ୍‌ ବିବାଦ ମଧ୍ୟରେ CSIR-UGC-NET ପରୀକ୍ଷାକୁ ସ୍ଥଗିତ କରିଦିଆଯାଇଛି। ପୂର୍ବରୁ ଏହି ପରୀକ୍ଷା ଜୁନ୍‌ ୨୫ରୁ ୨୭ ମଧ୍ୟରେ ହେବାକୁ ଥିବା ବେଳେ ଏବେ ଏହାକୁ ସ୍ଥଗିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ ଏହି...

ଜୁଲାଇ ୨୨ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ପଢ଼ନ୍ତୁ କାର୍ଯ୍ୟସୂଚୀ…

କଟକ,୨୧ା୬ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ଜୁଲାଇ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଗୋଟିଏ ସିଟିଂରେ ଏବଂ ଗୋଟିଏ...

୧୫ରୁ ୧ମରୁ ୮ମ ବାର୍ଷିକ ପରୀକ୍ଷା, ଜାଣନ୍ତୁ ସବିଶେଷ ସୂଚନା…

ଭୁବନେଶ୍ୱର, ୨।୩(ଅସମାପିକା ସାହୁ) – ରାଜ୍ୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ୧ମରୁ ୮ମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ-୨ ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ। ଏହି ଲିଖିତ ପରୀକ୍ଷା ୨୦ ତାରିଖ ପର୍ଯ୍ୟନ୍ତ...

ୟୁଜିସି ନେଟ୍‌ ୨୦୨୩ ପରୀକ୍ଷା  ଲାଗି ବଢ଼ିଲା ଆବେଦନର ଅନ୍ତିମ ତାରିଖ, ଆଶାୟୀ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ, ୨୭।୧୦: ୟୁଜିସି ନେଟ୍‌ ପରୀକ୍ଷା ନେଇ ପ୍ରସ୍ତୁତି କରୁଥିବା ଆଶାୟୀଙ୍କ ଲାଗି ବଡ଼ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ଏନ୍‌ଟିଏ ୟୁଜିସି ନେଟ୍‌ ଡିସେମ୍ବର ପରୀକ୍ଷା ଲାଗି ଆବେଦନର ଅନ୍ତିମ ତାରିଖକୁ ବଢ଼ାଇ ଦେଇଛି। ଏଣୁ ଯେଉଁମାନେ ଏଯାବତ ଆବେଦନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri