ମାଛଧରା ଜେଟି ମୁହାଣ ଖନନ କାର୍ଯ୍ୟ ଆରମ୍ଭ: ଜିଲାପାଳ-ବିଧାୟକ କଲେ ଉଦ୍ଘାଟନ ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ମାଛଧରା ଜେଟି ମୁହାଣ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଓ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ ଏହାର ଶୁଭାରମ୍ଭ କରିଥିଲେ। ଏହା ଫଳରେ ମତ୍ସ୍ୟଜୀବୀମାନଙ୍କ ୧୦ ବର୍ଷର...