ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ବଡି କ୍ୟାମେରା ପିନ୍ଧିବେ ଚଢ଼ାଉ ଟିମ୍, ପ୍ରମାଣ ଅଭାବରୁ ଖସି ପାରିବେନି ଅଭିଯୁକ୍ତ ଭୁବନେଶ୍ୱର,୭ା୨: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅବକାରୀ ବିଭାଗ ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଜୋରଦାର…