ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି… ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ ଏଭଳି ନିର୍ଦ୍ଦେଶନାମା ଜଣେ ଯନ୍ତ୍ରୀଙ୍କ ସମ୍ମୁଖରେ ଜାରି କରୁଛନ୍ତି ଇଡ୍କୋର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି)।…