ଦଳରୁ ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି ନୂଆଦିଲ୍ଲୀ,୨୩ା୬: ସମାଜବାଦୀ ପାର୍ଟିର ୩ ବିଧାୟକଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏହି ବିଧାୟକମାନେ ହେଲେ ଅଭୟ ସିଂହ, ରାକେଶ ସିଂହ ଓ ମନୋଜ ପାଣ୍ଡେ। ଏହି ୩ ଜଣଙ୍କୁ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଦଳରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି।...