Budget 2026: ଶସ୍ତା ହେଲା ଜୋତା ମହଙ୍ଗା ହେଲା ମଦ, ଜାଣନ୍ତୁ ଏଥର ବଜେଟରେ କ’ଣ ହେଲା ଶସ୍ତା ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କ୍ରମାଗତ ନବମ ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସାଧାରଣ ଜନତାଙ୍କ ପାଇଁ ସବୁଠାରୁ ବଡ଼ ଏବଂ ଆଶ୍ୱସ୍ତିକର ଖବର ହେଉଛି ଯେ ଚମଡା ଜୋତା ଏବଂ କପଡ଼ା ରପ୍ତାନି ଶସ୍ତା…