ନୂଆଦିଲ୍ଲୀ,୨୩ା୧୧: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟବୃଦ୍ଧି ଯୋଗୁ ଭାରତର ତୈଳ ଆମଦାନୀ ବିଲ ୬୦% ବୃଦ୍ଧି ପାଇ ୧୬ ବିଲିୟନ ଡଲାରରେ ପହଞ୍ଚିଛି। ତୈଳ ମନ୍ତ୍ରଣାଳୟ ଅଧୀନ…