WPL 2027 ନିଲାମରେ ସବୁଠାରୁ ମହଙ୍ଗା ହୋଇପାରନ୍ତି ଏହି ୩ ଖେଳାଳି; ଭାଙ୍ଗିବ ସମସ୍ତ ରେକର୍ଡ
ନୂଆଦିଲ୍ଲୀ,୨୮।୧୦: ମହିଳା ପ୍ରିମିୟର ଲିଗ (WPL 2027) ନିଲାମ ଆଜି, ଅକ୍ଟୋବର ୨୮ରେ କୋଚି ଠାରେ ଅନୁଷ୍ଠିତ ହେଉଛି। ଏହି ନିଲାମ ପାଇଁ ମୋଟ ୧୪୬ ଜଣ ଖେଳାଳିଙ୍କୁ ଚୟନ କରାଯାଇଛି, ଯେଉଁଥିରେ ୧୧୯ ଜଣ ଭାରତୀୟ ଏବଂ ୨୭ ଜଣ…

