ଆରାବଳୀ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ବିଶେଷଜ୍ଞ କମିଟି ନୂଆଦିଲ୍ଲୀ,୧୬ା୩(ପି.ଟି.): ଆରାବଳୀ ପର୍ବତମାଳାର ସାର୍ବଜନିକ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ଉଚ୍ଚ କ୍ଷମତାସମ୍ପନ୍ନ ବିଶେଷଜ୍ଞ କମିଟି ଗଠନ ନିମନ୍ତେ କେନ୍ଦ୍ରୀୟ କ୍ଷମତାପ୍ରାପ୍ତ କମିଟି ଦେଇଥିବା ପ୍ରସ୍ତାବ ଉପରେ କୌଣସି ଆପତ୍ତି ନାହିଁ ବୋଲି କେନ୍ଦ୍ର ପରିବେଶ ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କୁ ଜଣାଇଛି। ଉକ୍ତ…