ବ୍ୟବସାୟୀଙ୍କ ଘରୁ ଜବତ ହେଲା ବିପୁଳ ପରିମାଣର ବିସ୍ଫୋରକ ବାଣ ରିଷିଡ଼ା,୨୮ା୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ପୋଲିସର ମିଳିତ ଅପରେଶନରେ ମିଳିଛି ବଡ଼ ସଫଳତା। ତେରେସିଂହା ପଞ୍ଚାୟତ ବେଲପଡ଼ାର ଜନୈକ ବ୍ୟବସାୟୀ ରାକେଶ କେଡିଆଙ୍କ କଲୋନୀପଡ଼ାସ୍ଥିତ ଦୋକାନ ଗୋଦାମ ଘରୁ ପୁଳାପୁଳା ବାଣ ଜବତ କରାଯାଇଛି। ରିଷିଡ଼ା…