ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ… ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇଛି। ସିଜିମାଳୀ ଖଣି ପ୍ରକଳ୍ପ ଦ୍ୱାରା…