ଅନଲାଇନ୍ କଣ୍ଟେଣ୍ଟ ପାଇଁ କେନ୍ଦ୍ର ସରକାରଙ୍କ ଅଫିସିଆଲ୍ ଫ୍ୟାକ୍ଟ ଚେକର୍ ହେଲା PIB ନୂଆଦିଲ୍ଲୀ,୨୦।୩: ଆଇଟି ନିୟମ ୨୦୨୧ ଅଧୀନରେ ପିଆଇବି ଫ୍ୟାକ୍ଟ ଚେକ୍ ୟୁନିଟକୁ ନେଇ ସରକାର ବଡ଼ ଘୋଷଣା କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ (ଏମଆଇବି) ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ଫ୍ୟାକ୍ଟ ଚେକ୍ ୟୁନିଟ୍ (ଏଫସିୟୁ) କେନ୍ଦ୍ର...