ନିଜ ଆକାଉଣ୍ଟ ନିଜେ ନ ଚଳାଇଲେ ଏଣିକି ବନ୍ଧା ହେବେ, ୫୦୦ ଆକାଉଣ୍ଟ ଉପରେ ପୋଲିସର ରହିଛି ନଜର ଭଞ୍ଜନଗର,୩ା୧୨(ବାବୁଲା ପ୍ରଧାନ): ଲୋକେ ବିଭିନ୍ନ ବ୍ୟାଙ୍କରେ ଆକାଉଣ୍ଟ ଖୋଲୁଛନ୍ତି। ଏହାପରେ ତାକୁ ଅନ୍ୟ ଲୋକଙ୍କୁ ପରିଚାଳନା କରିବା ପାଇଁ ଦେଇ ଦେଉଛନ୍ତି। ଉକ୍ତ ଲୋକ ଆକାଉଣ୍ଟଧାରୀଙ୍କ ଅଜାଣତରେ ବିପୁଳ ଟଙ୍କା ଆକାଉଣ୍ଟରେ କାରବାର କରୁଛନ୍ତି। ଯାହାକି ବେନିୟମ। ଆଉ କିଛି...