ଭୁବନେଶ୍ୱର,୨୪ା୩: ରାଜଧାନୀ ଭୁବନେଶ୍ୱରରେ ନକଲି ପୋଲିସକୁ ବାନ୍ଧିଛି ଅସଲି ପୋଲିସ। ନିଜକୁ ସବ-ଇନ୍ସପେକ୍ଟର କହି ଚାକିରି ପ୍ରତିଶ୍ରୁତି ଦେଇ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ।…