ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ ସାର ମହଜୁଦ ରହିଥିବା କହୁଛି। ଅନ୍ୟପଟେ ସାର ପାଇଁ ଚାଷୀଙ୍କୁ ନାହିଁ ନ…