ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି । ବର୍ତ୍ତମାନ ଉତ୍ତରପ୍ରଦେଶରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶ ଲଲିତପୁର…