‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଦାବି କରିବା ବିବୃତ୍ତିର ଜବାବ ଦେଇଥିଲେ। ଇରାନର ବୈଦେଶିକ…