ବିପଦରେ ସାଧାରଣ ଲୋକଙ୍କ ଜୀବନ: ରାଜ୍ୟରେ ୮୪ଟି ନକଲି ମେଡିସିନ୍ ଚିହ୍ନଟ ଭୁବନେଶ୍ୱର,୨୪ା୩: ରାଜ୍ୟରେ ସବୁ ମିଳୁଛି ନକଲି। ପୂଜା ଘିଅଠାରୁ ଆରମ୍ଭ କରି ଗାଡ଼ି ଇଞ୍ଜିନ ଅଏଲ ସବୁ ନକଲି। ଏବେ ଲୋକମାନଙ୍କର ଜୀବନ ରକ୍ଷା ପାଇଁ ନକଲି ଔଷଧ ମଧ୍ୟ ମିଳୁଥିବା ଜଣା ପଡିଛି। ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି…