ପୋଲିସ ଡ୍ରେସ ପିନ୍ଧି କରୁଥିଲେ ଆତଙ୍କିତ, ନକଲି ପୋଲିସଙ୍କୁ ବାନ୍ଧିଲା ଅସଲି ପୋଲିସ ଅତାବିରା,୧୫।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅତାବିରା ଥାନା ଅସଲି ପୋଲିସ । ଗିରଫ ନକଲି ପୋଲିସଙ୍କ ନାମ…