ସୁନୀତା ୱିଲିୟମ୍ସ ଅବତରଣବେଳେ ସମୁଦ୍ରରେ ଦେଖାଗଲା ଅଜବ ଦୃଶ୍ୟ: ଭାଇରାଲ ହେଉଛି ଭିଡିଓ ଫ୍ଲୋରିଡା,୧୯।୩: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ ଓ ତାଙ୍କ ସହଯୋଗୀ ବୁଚ ୱିଲମୋର ୯ ମାସ ମହାକାଶରେ ରହିବା ପରେ ସୁରକ୍ଷିତ ଭାବେ ପୃଥିବୀକୁ ଫେରିଛନ୍ତି। ସ୍ପେସ୍ ଏକ୍ସ’ର ଡ୍ରାଗନ କ୍ୟାପ୍ସୁଲରେ ସୁନୀତା ଓ ବୁଚ୍ଙ୍କ ସହ ‘କ୍ରିଉ...