ଧରିତ୍ରୀ ପ୍ରଭାବ : ୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା, ୨ କର୍ମଚାରୀ ନିଲମ୍ବିତ ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ପଲ୍ସ ଏଣ୍ଟ୍ରି ନୂଆ ନୁହେଁ, ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ ଗତ ମଙ୍ଗଳବାର ଧରିତ୍ରୀକୁ ମିଳିଥିଲା । ବୁଧବାର ଧରିତ୍ରୀରେ ସଚିତ୍ର(ଯୋଗାଣ ବିଭାଗ ପକ୍ଷରୁ ଇସ୍ୟୁ ହୋଇଥିବା ଟ୍ରାନଜିଟ୍ ପାସ୍ କମ୍ ଏକସେପଟେନ୍ସ…