‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି) କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ପରେ, ଯୁବପିଢ଼ି ବିଶେଷକରି…