IPL 2025 Final: ପାଗଳ ପ୍ରଶଂସକ, ଫାଇନାଲ ମ୍ୟାଚ ପୂର୍ବରୁ ଦଳର ବିଜୟ ପାଇଁ ଦେଖନ୍ତୁ କ’ଣ କରୁଛନ୍ତି ଏମାନେ ନୂଆଦିଲ୍ଲୀ,୩।୬: ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ପଞ୍ଜାବ କିଙ୍ଗ୍ସ (PBKS) ମଧ୍ୟରେ IPL 2025ର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଏହି ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ କେବଳ RCB...