ଭାଇରାଲ ଗର୍ଲ ମୋନାଲିସାଙ୍କୁ ବିବାହ କରିଥିବା ଫରମାନ କିଏ? କ’ଣ କରନ୍ତି? କେମିତି ହେଲେ ମୋନାଲିସାଙ୍କ ଜୀବନସାଥି? ଜାଣନ୍ତୁ… ମୁମ୍ବାଇ,୧୨।୩: ମହାକୁମ୍ଭ ମେଳା ୨୦୨୫ ପରେ ରାତାରାତି ଭାଇରାଲ ହୋଇଥିବା ମୋନାଲିସା ପୁଣି ଥରେ ଶିରୋନାମାରେ ଅଛନ୍ତି। ଏହାର କାରଣ ହେଉଛି ତାଙ୍କ ବିବାହ। ପ୍ରକୃତରେ, ମୋନାଲିସା ତାଙ୍କ ପରିବାରର ଇଚ୍ଛା ବିରୁଦ୍ଧରେ ଯାଇ ତିରୁଭାନନ୍ତପୁରମର ଏକ ସ୍ଥାନୀୟ ମନ୍ଦିରରେ ତାଙ୍କ…