ଚାଷୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, କହିଲେ ପଶୁ-ପକ୍ଷୀ ମୃତଦେହ ଖାଇଲେ ହିଁ….
ମୁମ୍ବାଇ,୨୯।୧୦: ଚାଷୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ମହାରାଷ୍ଟ୍ରର ବୁଲଢାଣାରୁ ଶିବସେନା (ଏକନାଥ ସିନ୍ଦେ ଗୋଷ୍ଠୀ) ବିଧାୟକ ସଞ୍ଜୟ ଗାଏକୱାଡ଼। ସେ କହିଛନ୍ତି, ଯଦି କୌଣସି ଚାଷୀ ଆତ୍ମହତ୍ୟା କରୁଛନ୍ତି, ତେବେ ତାଙ୍କ ଶେଷକୃତ୍ୟରେ ମଧ୍ୟ କେହି…

