ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍ ଲଗାଇବାକୁ ଚାଷୀଙ୍କ ଦାବି
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା ହ୍ରଦର ଜଳସ୍ତର ବୃଦ୍ଧି ପାଇ ଅଖାପାଖ ଅଞ୍ଚଳରେ ଜଳବନ୍ଦୀ ହେବା ପରିସ୍ଥିତି ସୃଷ୍ଟି…

