ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍ରେ ଅଟଳ ଥିବାବେଳେ, ଅନ୍ୟପଟେ ବର୍ଷା ଓ ଲଘୁଚାପ ସୂଚନା ଚାଷୀଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ମଙ୍ଗଳବାର...