ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ ନିଜ ଫଟୋ ନଥିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହାସହିତ ଜିଲ୍ଲାପାଳଙ୍କୁ...