ହିଞ୍ଜିଳିକାଟୁ,୩ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପନିପରିବା ଚାଷୀଙ୍କ ପ୍ରତି ପୋଲିସର କାର୍ଯ୍ୟାନୁଷ୍ଠାନ ଚାଷୀଙ୍କ ଭିତରେ କୁହୁଳୁଥିବା ଅସନ୍ତୋଷ ଧୀରେ ଧୀରେ ଉଗ୍ରରୂପ ନେଉଛି।…