Tag Archives: Farmers protest

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ ବାସଭବନ ଆଡ଼କୁ ପଦଯାତ୍ରା କରିବାକୁ ଯାଉଛନ୍ତି। ସରକାର ଶତ ପ୍ରତିଶତ ମୁଗ କ୍ରୟ…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଶନିବାର ବରଗଡ଼ ଡିଆର୍‌ସିଏସଙ୍କ…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ହୋଇ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି । ଗୋଟିଏ ପଟେ ରବି ଚାଷକାର୍ଯ୍ୟ ଆଗେଇ ଚାଲିଥିବାବେଳେ ଅନ୍ୟପଟେ ଖରିଫରେ ଅମଳ ଧାନ…

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ ହରକତ ହେଉଛନ୍ତି। ତେଣୁ ଶନିବାର ଜିଲା କୃଷକ ସଂଘ ତରଫରୁ ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?