ଦାରିଙ୍ଗବାଡ଼ି ଅଞ୍ଚଳରେ ଝିପିଝିପି ବର୍ଷା: ଚିନ୍ତାରେ ଚାଷୀ ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାଣିପାଗରେ ପରିବର୍ତ୍ତନ ଆସିଛି। ସୋମବାର ଭୋର ସମୟରୁ ଝିପିଝିପି ବର୍ଷା ଲାଗିରହିଥିବା ସହ ପ୍ରବଳ ଶୀତ ଅନୁଭୂତ ହୋଇଛି। ରାତ୍ରକାଳୀନ ଥଣ୍ଡାରେ ହ୍ରାସ ପାଇଥିବା ବେଳେ ଦିନରେ କୋହଲା ପାଗ ଓ...