ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାଣିପାଗରେ ପରିବର୍ତ୍ତନ ଆସିଛି। ସୋମବାର ଭୋର ସମୟରୁ ଝିପିଝିପି ବର୍ଷା ଲାଗିରହିଥିବା ସହ ପ୍ରବଳ ଶୀତ ଅନୁଭୂତ ହୋଇଛି।…