ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…
କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ ଲକ୍ଷ୍ୟରେ ନିଆରା ପ୍ରୟାସ ଆରମ୍ଭ କରିଛନ୍ତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଶିଲ…
ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…
ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ ସମ୍ମାନ ନିଧି’ ଯୋଜନାର ୨୪ତମ କିସ୍ତିର ସହାୟତା ରାଶି ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ…
ଆଖଡ଼ାଶାଳୀ ସ୍ଲୁଇସ୍ କ୍ରୀକ୍ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍ଶୀଘ୍ର ହେବ…
ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା ସଙ୍ଗଠନର ଷଷ୍ଠ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଧାୟକ ଡ. ଦୁର୍ଗା…
ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ
ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ ଚଳିତ ବର୍ଷ ଧାନ ବିକ୍ରୟ କାର୍ଡ ପାଇଁ ପଞ୍ଜୀକରଣ ହେଉଛି। ଚଳିତବର୍ଷ ସ୍ବାଭାବିକଠାରୁ…
ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଚାଷୀ ପଞ୍ଜୀକରଣରେ ଏଗ୍ରିଷ୍ଟିକ୍ ବାତିଲ କରି ଭାଗଚାଷୀଙ୍କ ମାଲିକଙ୍କ ଆଇସ୍କାନ କରିବା…
ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି
ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ ଜଳ ପ୍ଲାବିତ ହୋଇଛି। ଜଳ ନିଷ୍କାସନ ପଥ ଅବରୋଧ ଯୋଗୁ ଚାଷୀ ଉତ୍ତ୍ୟକ୍ତ…
ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କୃଷକ ସଙ୍ଗଠକ ରାମ ପୂଜାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…
ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ କରାଯାଉଛି। ତେବେ ପଞ୍ଜୀକରଣ ସମୟରେ ଯେଉଁ କଟକଣା ରହୁଛି, ତାକୁ ନେଇ ଚାଷୀ…
ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍ ଅଚଳ: ଚିନ୍ତାରେ ଚାଷୀ
ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର ପୋଷୁଛନ୍ତି ମାତ୍ର ଜିଲାରେ ୫୦% ଭାଗ ଜମିକୁ ଜଳସେଚନ ଥିବାରୁ ଦୋ’ ଫସଲି…
ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ
ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ ଗ୍ରାମରେ ଜୋରସୋରରେ ଧାନ ରୁଆ ବେଉଷଣ ସାଙ୍ଗକୁ କପା ଜମିରେ ହୁଡ଼ା ଦିଆ…
ବିଦେଶରେ ଥାଇ ଗାଁର ମହକ ଭୁଲିନାହାନ୍ତି ଚିଦାନନ୍ଦ, ୨୨ ବର୍ଷ ବୟସରେ କୃଷକଙ୍କ ପାଇଁ କରୁଛନ୍ତି ଏମିତି ଚିନ୍ତା…
ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାଜଗଡ଼ ପଞ୍ଚାୟତ ଅନ୍ତର୍ଗତ ନଛିପଡ଼ା ଗାଁର ୨୨ବର୍ଷୀୟ ସୋମିତ୍ରୀ ଚିଦାନନ୍ଦ ଦାସ କାନାଡାରେ ଚାକିରି କରୁଛନ୍ତି। ବିଦେଶରେ କାମ କରୁଥିଲେ ହେଁ ସେ ଗାଁର ମହକ ଭୁଲି ପାରି ନାହାନ୍ତି। ଗୁରୁବାର…
Bullet Train: ତେଲଙ୍ଗାନାରେ ୬୫୦ଏକର ଜମି ଉପରେ ଲଢ଼େଇ! ବୁଲେଟ ଟ୍ରେନ ପ୍ରକଳ୍ପ ବିରୋଧରେ ପ୍ରତିବାଦ ଆରମ୍ଭ କଲେଣି ଚାଷୀ
ତେଲଙ୍ଗାନା,୧୮।୭: ରଙ୍ଗା ରେଡ୍ଡି ଜିଲାର ଶମଶାବାଦ ମଣ୍ଡଳର ବାହାଦୁରଗୁଡ଼ା ଗାଁରେ ଉତ୍ତେଜନା ଦେଖାଦେଇଛି, ଯେଉଁଠାରେ ଚାଷୀମାନେ ବୁଲେଟ ଟ୍ରେନ ହବ ପାଇଁ ସେମାନଙ୍କ ଜମିର ପ୍ରସ୍ତାବିତ ଅଧିଗ୍ରହଣକୁ ବିରୋଧ କରୁଛନ୍ତି। ସରକାରଙ୍କ ସ୍ପଷ୍ଟ, ଲିଖିତ ପ୍ରତିଶ୍ରୁତି ବିନା ସେମାନେ ସେମାନଙ୍କ ଜମି…

