Tag Archives: farmers

ଚାଷୀଙ୍କ ପାଇଁ କ୍ଷତିପୂରଣ ଦାବି କଲା ବିଜେଡି: ଜିଲାପାଳଙ୍କ ଚ୍ୟାମ୍ବରରେ ଧସେଇ ପଶିଲେ, କଥା କଟାକଟି ନେଇ…

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଦିନିଆ ବର୍ଷା ଯୋଗୁ ଚାଷୀଙ୍କୁ ବ୍ୟାପକ କ୍ଷତି ସହିବାକୁ ପଡ଼ିଛି। ଧାନ ଅମଳ ଓ ସଂଗ୍ରହ ସମୟରେ ବର୍ଷା ହେବା ଯୋଗୁ କ୍ଷେତ, ଖଳାରେ ରହିଥିବା ଧାନ ଉଜୁଡି ଯାଇଛି। ଏଭଳି ସ୍ଥିତିରେ ଏପର୍ଯ୍ୟନ୍ତ...

ଖର୍ଚ୍ଚ ହେଲାଣି ୫୦ ଲକ୍ଷ ଟଙ୍କା, ଖୋଲୁନି ଏଗ୍ରୋ ମଲ୍‌, ଚାଷୀ ମହଲରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏଗ୍ରୋ ମଲ୍‌ ଖୋଲିବାରେ ବିଳମ୍ବକୁ ନେଇ ଦେଖାଯାଇଛି ଅସନ୍ତୋଷ। ପ୍ରାୟ ୫୦ଲକ୍ଷ ଟଙ୍କା ବିନିମୟରେ ୨ ମହଲା ବିଶିଷ୍ଟ ଏହି ମଲ୍‌ ଠିଆ କରାଯାଇଥିବା ବେଳେ ଆହୁରି ୨୦ ଲକ୍ଷ ଖର୍ଚ୍ଚ କରାଯାଇ...

ଖୁସି ଖବର ଦେଲେ ମୋହନ ସରକାର, ଚାଷୀଙ୍କୁ ମିଳିବ…

ଭୋପାଳ,୨ା୫: ଦେଶର ପ୍ରାଣକେନ୍ଦ୍ର ମଧ୍ୟପ୍ରଦେଶ ଯାହା କୃଷିଭିତ୍ତିକ ଅର୍ଥନୀତି ପାଇଁ ଜଣାଶୁଣା, ଏବେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବଙ୍କ ନେତୃତ୍ୱରେ କୃଷି କ୍ଷେତ୍ରରେ ନବସୃଜନ ଏବଂ ପ୍ରଗତିର ଏକ ନୂତନ ଗାଥା ଲେଖିବାକୁ ଯାଉଛନ୍ତି। ମେ’ ୩ରେ ମନ୍ଦସୌରରେ ଅନୁଷ୍ଠିତ...

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ

ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର ହଳିଆଗିତ ସାଙ୍ଗକୁ ଚଷା ବୋହୂର ହୁଳହୁଳି ଶବ୍ଦରେ କ୍ଷେତ ପ୍ରକମ୍ପିତ ହୋଇପଡ଼ିଛି। ଏଥିରେ...

ରାଜ୍ୟରେ ସୃଷ୍ଟି ହେଉନାହାନ୍ତି ଅନ୍ନଦାତା

ଭୁବନେଶ୍ୱର,୨୮ା୪(ରବିନାରାୟଣ ଜେନା): ରାଜ୍ୟରେ କୃଷକ ଏବଂ କୃଷିକ୍ଷେତ୍ରକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କୃଷି କ୍ୟାବିନେଟ୍‌ କରାଯିବା ସହିତ ଗୃହରେ ପ୍ରତିବର୍ଷ ସ୍ବତନ୍ତ୍ର କୃଷି ବଜେଟ ଉପସ୍ଥାପନ କରାଯାଉଛି। ଚାଷୀଙ୍କ ପାଇଁ ‘କାଳିଆ’ ଓ ‘ବଳିଆ’ ଭଳି...

PM Kisan: ଚାଷୀଙ୍କ ପାଇଁ ଖୁସି ଖବର;ଏହି ଦିନ ଆକାଉଣ୍ଟକୁ ଯିବ PM-KISAN ଟଙ୍କା

ନୂଆଦିଲ୍ଲୀ,୨୧।୨: ଦେଶର ୯.୮ କୋଟି ଚାଷୀଙ୍କ ପାଇଁ ଖୁସି ଖବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ ୨୪ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଅଧୀନରେ ଚାଷୀମାନଙ୍କୁ ୧୯ତମ କିସ୍ତି ପ୍ରଦାନ କରିବେ। ଏହା ଅଧୀନରେ ପ୍ରାୟ ୨୨,୦୦୦ କୋଟି...

ଚାଷୀଙ୍କୁ ଅଣଦେଖା ନେଇ ଅସନ୍ତୋଷ ପ୍ରକାଶ କଲେ ୩ ବିଧାୟକ

କୋରାପୁଟ,୩ା୧(ଅମିତାଭ ବେହେରା): କୋରାପୁଟସ୍ଥିତ ସ୍ଥାନୀୟ ଦକ୍ଷତା ବିକାଶ ତାଲିମ କେନ୍ଦ୍ରଠାରେ ଜଳ ସମ୍ପଦ ବିଭାଗ ଓଡ଼ିଶା ତରଫରୁ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଇଥିଲା। ଜିଲା ଉଠାଜଳସେଚନ ବିଭାଗର ନିର୍ବାହୀଯନ୍ତ୍ରୀ ଯୁଗଳକିଶୋର ଟାକ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ...

ଦୁଇଦିନ ହେଲା ଆମରଣ ଅନଶନରେ ଚାଷୀ, ଶୁଣିଲେନି ବିଡିଓ-ତହସିଲଦାରଙ୍କ କଥା

କେସିଙ୍ଗା,୨ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁଣ୍ଡଳା ଗ୍ରାମର ଜଣେ ଚାଷୀ ଧାନର କଟ୍‌ନି ଛଟ୍‌ନିକୁ ବିରୋଧ କରି ତୁଣ୍ଡଳା ପ୍ୟାକ୍ସ ଆଗରେ ଦୁଇ ଦିନ ହେଲା ଆମରଣ ଅନଶନ କରିଛନ୍ତି। ତୁଣ୍ଡଳା ଗ୍ରାମର ଜଣେ ଶ୍ରେଷ୍ଠ ଚାଷୀ...

ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ଆଗରେ ଚାଷୀଙ୍କ ଧାରଣା

ବରଗଡ଼,୩୦ା୧୨(ପ୍ରେମାନନ୍ଦ ଖମାରୀ: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୫ସପ୍ତାହରୁ ଅଧିକ ସମୟ ବିତି ଯାଇଛି। କିନ୍ତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। କିନ୍ତୁ...

ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍‌ ମୂଲ୍ୟ ପ୍ରଦାନ ଓ କଟ୍‌ନି ଛଟ୍‌ନ ବନ୍ଦ ବାବଦକୁ ନେଇ କେସିଙ୍ଗା ସହରରେ କଂଗ୍ରେସର ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ ଜାତୀୟ ରାଜପଥ...

ଧାନ କିଣାବିକାରେ ଅବ୍ୟବସ୍ଥା: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀଙ୍କ ଧାରଣା

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ ତାଙ୍କ ଏହି ଗସ୍ତରେ ସୋହେଲା ବ୍ଲକ ଇଚ୍ଛାପୁରରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଚାଷୀଙ୍କୁ ଧାନ କୁଇଣ୍ଟାଲ ପ୍ରତି ୮୦୦ ଟଙ୍କା...

ବିହନ ପ୍ରକ୍ରିୟାକରଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

ପାଟଣାଗଡ଼,୧୧ା୧୦(ସଚ୍ଚିଦାନନ୍ଦ ମହାକୁଡ଼): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଧୁବଲପଡ଼ା ପଞ୍ଚାୟତ ମୁଦଘାଟସ୍ଥିତ କୃଷିଫାର୍ମଠାରେ ବିହନ ପ୍ରକ୍ରିୟାକରଣ କେନ୍ଦ୍ରର ଭିଭିପ୍ରସ୍ତର ସ୍ଥାପନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri