Tag Archives: farmers

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି ପ୍ରଦାନ କରାଯାଉ ନାହିଁ। ଏଥିପାଇଁ ଚାଷୀଙ୍କୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧାଁ ଧପଡ଼ କରିବା…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼ ସହାୟତା। କିନ୍ତୁ ଆପଣ ଜାଣନ୍ତି କି ଏହି ଯୋଜନାର ଲାଭ ଉଠାଉଥିଲେ ଏହି…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ ଖରିଫ୍‌ ଧାନ ବିକ୍ରି ନ ହୋଇ ପଡ଼ି ରହିଛି। ଏଥିରୁ ଜିଲାର ଅତାବିରା…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ ଖୋଲା…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ ଆଗ ଟୋକନ ପାଇଥିଲେ ସେହି ଚାଷଙ୍କ ଧାନ ଉଠୁ ନ ଥିବା ବେଳେ…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ ପାଇ ମଣ୍ଡିରେ ଧାନ ବିକି ନ ପାରି ପ୍ରତିବାଦ ସ୍ବରୂପ ରବିବାର ଶତାଧିକ…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ ଡାକରା ପାଳନ କରାଯାଇଥିବା ବେଳେ ଏଥିମଧ୍ୟରୁ ଧାନମଣ୍ଡି ଆରମ୍ଭ ହୋଇ ଆଜକୁ ପ୍ରାୟ…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ…

ଅମଳ ଖର୍ଚ୍ଚ ବି ଉଠାଇ ପାରୁନାହାନ୍ତି ଚାଷୀ, ଗଞ୍ଜାମରେ ଟମାଟୋ କିଲୋ ରହିଛି…

ଗଞ୍ଜାମ,୧୫ା୩(ବିଦ୍ୟାଧର ସାହୁ): ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି। ମାଟିରେ ମିଶୁଛି ଝାଳ ବୁହାଇ ଅମଳ କରିଥିବା ଟମାଟୋ। ବର୍ତ୍ତମାନ ବଜାରରେ ଟମାଟୋ ଦର ଏଭଳି ସ୍ତରକୁ ଖସି ଆସିଛି ଯେ, ଚାଷୀଟିଏ ତା’ର ଅମଳ ଖର୍ଚ୍ଚ ବି ଉଠାଇ ପାରୁନାହିଁ l…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ସ୍ଥାନୀୟ ସରପଞ୍ଚ ସୁକୁରିଆ ମୁଣ୍ଡାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଚାଲିଛି। ଦୀର୍ଘ ପ୍ରାୟ…

ଧାନଜମିରେ ଇଲେକ୍ଟ୍ରି କରେଣ୍ଟ ଦେଇ ଷଣ୍ଢକୁ ମାରିଦେଲେ ଚାଷୀ, ତାତିଲା ବଜରଙ୍ଗ ଦଳ, ପ୍ରତିବାଦରେ…

ବାଲିଆପାଳ,୧ା୩(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଲୋକେ ଷଣ୍ଢଗୁଡ଼ିକୁ ଇଲେକ୍ଟ୍ରି କରେଣ୍ଟ ଦେଇ ମାରି ଦେଉଛନ୍ତି। ଏନେଇ ବାଲିଆପାଳ ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ଅଭିଯୋଗ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ବଢ଼ିବ ଧାନକିଣା ଅବଧି, ଜାଣନ୍ତୁ କେତେଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୫ା୨: ଧାନକିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଆଉ ୧୫ ଦିନ ପର୍ଯ୍ୟନ୍ତ ଏହି ଅବଧି ବଢ଼ାଯିବ। ରାଜ୍ୟରେ ସମସ୍ତ ଜିଲାପାଳ ଏହି ଅବଧି ସମୟ ବଢ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?