Tag Archives: farmers

ଆସୁଛି ଲଘୁଚାପ: ଖୋଲା ଆକାଶ ତଳେ ମଣ୍ଡିରେ ଗଦା ହୋଇଛି ଚାଷୀଙ୍କ ଧାନ

ମହାକାଳପଡ଼ା,୨୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ମଣ୍ଡିରେ ଧାନ ପକାଇ ଚାଷୀମାନେ ଲୁହ ଗଡାଉଛନ୍ତି। ବଙ୍ଗୋପସାଗର ଉତ୍ତର ପୂର୍ବରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଦିନେ ଦୁଇଦିନ ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଘନ କୁହୁଡି ହେବା…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ ଚାଷୀଙ୍କ ୯ ହଜାର ୫୨୦ କ୍ୱିଣ୍ଟାଲ ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ…

ଧାନମଣ୍ଡି ଅନୁଧ୍ୟାନ କଲେ ସରପଞ୍ଚ, ପରେ ଉଠିଲା ଧାନ

ଗଞ୍ଜାମ,୧୨ା୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତରେ ଖୋଲିଛି ଦୁଇଟି ଧାନମଣ୍ଡି। ସରପଞ୍ଚ ମମତା ବେହେରା ସୋମବାର ମଲାଡ଼ ଏବଂ ପଣିବନ୍ଧଠାରେ ଥିବା ଦୁଇଟି ଧାନମଣ୍ଡି ଅନୁଧ୍ୟାନ କରିଛନ୍ତି। ମଲାଡ଼ଠାରେ ଥିବା ମଣ୍ଡିରେ ମଲାଡ଼ ଗ୍ରାମ ସମେତ ଶ୍ରୀବଣା, ବାହାଲପୁର, ରାଉଳିବନ୍ଧ,…

ଧାନ କିଣାବିକାରେ ଅବ୍ୟବସ୍ଥା: ଚାଷୀ ପ୍ରତିନିଧି ଅଟକ, ରାଜନେତାଙ୍କୁ ଘାରିଲାଣି ଭୟ

ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଅବ୍ୟବସ୍ଥା ଅଭିଯୋଗରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଚାଷୀମାନେ କେବଳ ରାଜରାସ୍ତାକୁ ଓହ୍ଲାଉଛନ୍ତି, ତାହା ନୁହେଁ। ଶାସକ ଦଳର ନେତା, ମନ୍ତ୍ରୀଙ୍କୁ ସେଥିପାଇଁ ଆକ୍ରୋଶର ସମ୍ମୁଖୀନ ହେବାକୁ ପଡୁଛି। ଶନିବାର ସୁବର୍ଣ୍ଣପୁରରେ ଚାଲିଥିବା ଏକ…

କର୍ମଚାରୀ-ମିଲର ଅସାଧୁ ମେଣ୍ଟ, ଚାଷୀଙ୍କୁ ଶୋଷଣ ଅଭିଯୋଗରେ…

ଭଞ୍ଜନଗର,୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବିଭିନ୍ନ ଧାନମଣ୍ଡିରେ ଚାଷୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ବିଭିନ୍ନ ସଂଗଠନ ପକ୍ଷରୁ ସୋମବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ୫ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏନେଇ ଆବଶ୍ୟକ ପଦକ୍ଷେପ…

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଗତ ୨୩ ତାରିଖଠାରୁ ପ୍ରଶାସନ ପକ୍ଷରୁ ଧାନ କିଣା ଶୁଭାରମ୍ଭ…

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯନ୍ତ୍ରପାତି ମେଳାକୁ ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ…

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର ବନ୍ଦକୁ ସଫଳ କରିବାକୁ ଜନସାଧାରଣ ତଥା ବିଭିନ୍ନ ସାମାଜିକ ଓ ଶ୍ରମିକ ସଂଗଠନର ସମର୍ଥନ…

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ରାଜବୋଡାସମ୍ବର କୃଷକ ସଙ୍ଗଠନ ତରଫରୁ ପଦ୍ମପୁର ସବକଲେକ୍ଟର ଅଫିସ ସମ୍ମୁଖରେ…

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ। ବିଶେଷ କରି ଅମଳ ଧାନ ସମ୍ପର୍କରେ ଚାଷୀଙ୍କ ସହ ଆଲୋଚନା…

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଏହାକୁ ନେଇ ଚାଷୀ…

ଦାରିଙ୍ଗବାଡ଼ି ଗସ୍ତରେ କନ୍ଧମାଳ ଏମ୍‌ପି, ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରି କହିଲେ ଚାଷୀଙ୍କ ଉନ୍ନତି…

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ବୁଧବାର ଗସ୍ତ କରିଛନ୍ତି। ସେ ଏହି ଗସ୍ତ ସମୟରେ ସରକାରଙ୍କ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି। କୃଷିର ଉନ୍ନତି ପାଇଁ କୃଷି ପ୍ରାଙ୍ଗଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?