Tag Archives: farmers

ଧାରଣାସ୍ଥଳରେ ମାଣ ବସାଇଲେ ଚାଷୀ, ହୁଳହୁଳିରେ କମ୍ପୁଛି ଜିଲାପାଳଙ୍କ କାର୍ଯ୍ୟାଳୟ, ଦେଖନ୍ତୁ ଭିଡିଓ…

ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ): ଆଜି ମାର୍ଗଶିର ଗୁରୁବାର। ଘରେ ଘରେ ପାଳନ କରାଯାଉଛି ମାଣବସା ଗୁରୁବାର। ଅନ୍ୟପକ୍ଷରେ ଧାନ ବିକ୍ରି ପଞ୍ଜୀକରଣ ଦାବିରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଚାଲିଥିବା ଧାରଣା ଗୁରୁବାର ଚତୁର୍ଥ ଦିବସରେ ପହଞ୍ଚିଛି। ଚାଷୀମାନେ ମାଣବସା ଗୁରୁବାରରେ ନିଜ ଘରେ…

ପାଣିରେ ଭାସୁଛି ପାଚିଲା ଧାନ, ଗଜା ବାହାରିବା ଦେଖି ଚାଷୀ…

ଗଞ୍ଜାମ,୧୩ା୧୧(ବିଦ୍ୟାଧର ସାହୁ): ବାତ୍ୟା ମୋନ୍ଥା ପ୍ରଭାବରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ବେଳେ ଏବେ ପାଚିଲା ଧାନରେ କେନାଲ ପାଣି ପଶିଛି। ଚାଷୀ ଧାନ ଅମଳ କରି ଘରକୁ ନେବା ସମୟରେ ଜଳସେଚନ ବିଭାଗର ଖାମଖିଆଲ ନୀତି ଯୋଗୁ ପାଚିଲା…

ଗଛ ଲଗାଇଲେ ହେଲେ ଚାଷୀଙ୍କୁ ମିଳିଲାନି ପାରିଶ୍ରମିକ

ରାଇକିଆ,୧୨ା୧୧(ପ୍ରଦୀପ ବେହେରା): ଲୋକଙ୍କୁ ରୋଜଗାର ଯୋଗାଇବା ଏବଂ ବିଭିନ୍ନ ପ୍ରକାର ଚାଷ କାର୍ଯ୍ୟ ପାଇଁ ଯୋଜନା କରି ଚାଷୀଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ଚାଷୀ ମଧ୍ୟ ସରକାରଙ୍କ ଯୋଜନା ଉପରେ ଭରସା କରି ଅର୍ଥ…

କର୍ଲାମୁଣ୍ଡାରେ ଅମଳ ହେଲାଣି ୩୫ ପ୍ରତିଶତ ଧାନ, ମଣ୍ଡି ଅପେକ୍ଷାରେ ଚାଷୀ

ରିଷିଡ଼ା,୧୧ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧୀନ ରିଷିଡ଼ା, ତେରେସିଂହା, ଗଜବାହାଲ, ରିଞ୍ଜା, ପୋରକେଲା, କର୍ଲାମୁଣ୍ଡା, ରାଜପୁର, ସାପଲହରା, ସରଗୁଲ ମାଳପଡ଼ା, ଯୋରାଡ୍ରବରା, ରେଗେଡ଼ା, ବୋରପଦର ଆଦି ପଞ୍ଚାୟତରେ ଚଳିତ ବର୍ଷ ଧାନଚାଷ ଭଲ ହୋଇଛି। ବର୍ତ୍ତମାନ ଏହିସବୁ ଅଞ୍ଚଳରେ…

‘ମୋନ୍ଥା’ ପରେ ଦାଉ ସାଧୁଛି ମାଟିଆଗୁଣ୍ଡି ରୋଗପୋକ, ଧାନଫସଲ ନଷ୍ଟ, ଚାଷୀ ହତାଶ

ଦିଗପହଣ୍ଡି,୩୧ା୧୦(ଅଶେଷ ନାଥ ମିଶ୍ର): ବାତ୍ୟା ‘ମୋନ୍ଥା’ ପ୍ରଭାବରେ ପବନ ଓ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଚାଷଜମିରେ ଚଳିତବର୍ଷ ଖରିଫ ଧାନ ଓ ପନିପରିବା ଫସଲ ପ୍ରାୟତଃ ନଷ୍ଟ ହୋଇଛି। ଖାଲୁଆ ଜମିରେ ପାଣି ଜମି…

ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ହା ହୁତାଶରେ ଚାଷୀ

ରାଜକନିକା, ୨୭ା୧୦(ସଞ୍ଜୟ କୁମାର ଦାଶ): ଧାନ ବିଲରେ ସୁନା ଫସଲକୁ ଦେଖି ଚାଷୀ ଆନନ୍ଦିତ ହେଉଥିଲା। ହେଲେ ଆଇଏମ୍‌ଡି ବିଭାଗର ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ସୃଷ୍ଟ ଘୃର୍ଣ୍ଣିବଳୟ ଆସନ୍ତା ୨୭ରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ବାତ୍ୟା ମୋନ୍ଥାରେ ପରିଣତ ହେବ।…

ଦଲାଲ ସକ୍ରିୟ, ପନିପରିବା ଚାଷୀ ନିରାଶ, ୧୨୦ରୁ ଖସୁନି ଦର

ଦାରିଙ୍ଗବାଡ଼ି,୨୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ମାସ ହେଲା ବର୍ଷା ପନିପରିବା ଚାଷୀଙ୍କୁ ଦାଉ ସାଧିଛି। ଚଳିତ ବର୍ଷ ଅଦିନିଆ ବର୍ଷାରୁ ଆରମ୍ଭ ପରେ ମୌସମୀ ବର୍ଷା ଓ ବାରମ୍ବାର ଏକାଧିକ ଥର ଲଘୁଚାପ ଜନିତ ବର୍ଷା…

ଚାଷ କରି ନ ଥିବା ଲୋକଙ୍କୁ ଇନ୍‌ପୁଟ୍‌ ସବ୍‌ସିଡି, ବାଦ୍‌ ପଡିଛନ୍ତି ଅନେକ କ୍ଷତିଗ୍ରସ୍ତ ଚାଷୀ

ବରଗଡ଼,୧୪ା୯(ପ୍ରେମାନନ୍ଦ ଖମାରୀ): ଅଦିନିଆଁ ବର୍ଷାରେ ହୋଇଥିବା ଫସଲକ୍ଷତି ବାବଦକୁ ଇନପୁଟ ସହାୟତା ପ୍ରଦାନକୁ ନେଇ ବରଗଡ଼ ଜିଲାରେ ବ୍ୟାପକ ଚଞ୍ଚକତା ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶନିବାର ଜିଲାର ବରପାଲି ବ୍ଲକ କାଇଁଶିର ପଞ୍ଚାୟତ ଅନ୍ତର୍ଗତ ବାରଙ୍ଗପାଲି ଏବଂ…

ସାର ପାଇଁ ରାତି ଉଜାଗର ଚାଷୀ, ଲାଇନ୍‌ରେ ରହିଛି ବ୍ୟାଗ୍‌-ଆଧାରକାର୍ଡ

ବଣାଇଁ,୧୧ା୯(ପ୍ରଦୀପ ତ୍ରିପାଠୀ): ସାର ପାଇଁ ଲାଇନ ଲାଗିଛି ଆଧାରକାର୍ଡ ଓ ବ୍ୟାଗ୍‌। ଚାଷୀଟିଏ ସାମାନ୍ୟ ସାର ଟିକେ ପାଇଁ ଦିନଦିନ ଧରି ଅପେକ୍ଷା କରୁଥିବା ବେଳେ ବୁଧବାର ନରେନ୍ଦ୍ର ଲ୍ୟାମ୍ପସକୁ ସାର ଆସିଥିବା ଖବର ଶୁଣି ରାତି ଉଜାଗର ହୋଇ ଲାଇନ୍‌…

ୟୁରିଆ ସାରର କୃତ୍ରିମ ଅଭାବ, ଚାଷୀଙ୍କ ଭିଡ଼ ପାଇଁ ଅପ୍ରୀତିକର ପରିସ୍ଥିତି

ଅମରପାଲି,୮ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପିତାମହୁଲ ପ୍ରାଥମିକ କୃଷି ସେବା ସମବାୟ ସମିତିରେ ରବିବାର ୟୁରିଆ ବିକ୍ରି ବେଳେ ଚାଷୀଙ୍କ ମାତ୍ରାଧିକ ଭିଡ ଯୋଗୁ ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିଲା। ଫଳରେ ୟୁରିଆ ବିକ୍ରି ହୋଇପାରି ନ ଥିଲା। ପରେ…

ଚାଷୀଙ୍କୁ ମିଳୁନି ଆବଶ୍ୟକତା ଅନୁସାରେ ସାର, ସୋସାଇଟିରେ ଲାଗିଛି ଲମ୍ବା ଲାଇନ୍‌, କଳବଜାର ଅଭିଯୋଗ ଆଣି…

ଛତ୍ରପୁର,୭ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବିଭିନ୍ନ ସ୍ଥାନରେ ସାରର ଅଭାବୀ ବିକ୍ରି ସହ କଳାବଜାର ହେଉଥିବା ନେଇ ଅଭିଯୋଗ କରୁଛନ୍ତି ଚାଷୀ। ଏବେ ବିଲରେ ରୁଆପୋତା ସମୟରେ ଆବଶ୍ୟକ ରହିଛି ସାର। ଏହାର ଭିତରେ ଚାଷୀକୁ ମିଳିପାରୁନାହିଁ ସାର। ସାର ପାଇଁ…

ଦେବଗଡ଼ରେ ୟୁରିଆ ସାର ଅଭାବ: ରାସ୍ତା ଅବରୋଧ କଲେ ଚାଷୀ

ଦେବଗଡ଼,୭ା୯(ଶଶାଙ୍କ ଶେଖର ଝାଙ୍କର): ୟୁରିଆ ସାର ଅଭାବ ନେଇ ଦେବଗଡ଼ରେ ଉତ୍ତେଜନା। ଦେବଗଡ଼-ରିଆମାଳ ରାସ୍ତା ଝାଡ଼େଶ୍ବର ମନ୍ଦିର ନିକଟରେ ରାସ୍ତା ଅବରୋଧ ହୋଇଛି। ସାର ଗଚ୍ଛିତ ସତ୍ତ୍ୱେ ଦେଉ ନ ଥିବାରୁ ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। କଳାବଜାର ଉଦ୍ଦେଶ୍ୟ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?