ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ ଜୀବନ ଚାଲିଯାଇଛି। ମୃତକ ଦୁଇଜଣ ହେଲେ ବାଲିପଡ଼ା ଗ୍ରାମର ସନ୍ତୋଷ ଦେହୁରୀ ଓ…