ମଦ୍ୟପ ବାପାଙ୍କ ଉନ୍ମତ୍ତ କାଣ୍ଡ: ନାବାଳକ ପୁଅଙ୍କୁ ଛୁରିରେ କଲେ ଆକ୍ରମଣ ହିଞ୍ଜିଳିକାଟୁ,୫ା୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଡିଙ୍ଗି ଗାଁରେ ବୁଧବାର ମଦନିଶାରେ ନାବାଳକ ପୁଅଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି ବାପା। ଆକ୍ରମଣ ପରେ ଅଭିଯୁକ୍ତ ବାପା ଫେରାର ଅଛନ୍ତି। ହିଞ୍ଜିଳି ପୋଲିସ ଥାନାରେ ମାମଲା ରୁଜୁ କରି ଘଟଣାର...