ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର ରିସେପଶନ ଦିନ ବାପା ଆତ୍ମହତ୍ୟା କରିବା ଭଳି ଅଭାବନୀୟ ଘଟଣା ରବିବାର ବଲାଙ୍ଗୀର…