ଜମି ବିବାଦରୁ ଗଡିଲା ମୁଣ୍ଡ: ଆଳୁ କିଆରୀରେ ପୁଅ ଆଗରେ ବାପାକୁ ହତ୍ୟା ଢେଙ୍କାନାଳ,୮।୧୨: ଢେଙ୍କାନାଳ ଜିଲାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ ଆଖି ଆଗରେ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜିଲା ସଦର ପୋଲିସ ଅନ୍ତର୍ଗତ କୃଷ୍ଣପ୍ରସାଦ ଗ୍ରାମରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣକ କୃଷ୍ଣପ୍ରସାଦର...