ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆର୍ଏସ୍ସି -୧୪ ଗ୍ରାମରେ ଗୁରୁବାର ଘଟିଛି। ସକାଳୁ ବ୍ଲେଶିରାଣୀ ଭତ୍ରା(୫)ପଡ଼ୋଶୀ...