Tag Archives: father

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ ସଫଳତା, ବଡ଼ କିମ୍ବା ଛୋଟ ହେଉ ତାହା ତାଙ୍କର ସବୁଠାରୁ ବଡ଼ ଆନନ୍ଦ…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି। ଘଟଣାରେ ସମ୍ପୃକ୍ତ ବାପ-ପୁଅ ଜଗନ୍ନାଥ ଶବର ଓ ଦେସେରାମ ଶବରଙ୍କୁ ଜୟପାଟଣା ପୋଲିସ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ ସେଠୀଙ୍କ ଏକମାତ୍ର ପୁଅ ମନୋରଞ୍ଜନ (୧୫ )। ସୂଚନା ମୁତାବକ ସେ ଦୋଳି…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସିମେଣ୍ଟ ମିକ୍ସର ଟ୍ରକ(ଓଡି-୧୪-ଏଏଲ-୫୭୧୦) ପ୍ରଥମେ ଏକ ଇଭି ଅଟୋ(ଓଡି-୧୫-ଏବି-୨୨୩୨)କୁ ଧକ୍କା ଦେବା…

ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ୍‌ ଗଲେ ବାପ-ପୁଅ

ଦିଗପହଣ୍ଡି,୪ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର କେ.ଜୟରାମ ଦୋରା ଏବଂ ରବୀନ୍ଦ୍ର ନାହାକ ଦୁଇ ପଡ଼ୋଶୀ। ଘର କାନ୍ଥରେ ଲୁଗା ଶୁଖାଇବାକୁ କେନ୍ଦ୍ରକରି ଉଭୟ ପରିବାର ମଧ୍ୟରେ ଦୀର୍ଘଦିନ ହେଲା ଶତ୍ରୁତା ଲାଗି ରହିଥିଲା। ବୁଧବାର…

ମେଡିକାଲରେ ଭର୍ତ୍ତି ହୋଇଥିବା ମା’ଙ୍କୁ ଦେଖିବାକୁ ଯିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କାର୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ମୃତ ଯୁବକ ହେଉଛନ୍ତି ଲେଫ୍ରିପଡ଼ା ଥାନା ଅଞ୍ଚଳର…

ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ କଲେ ପୁଅ, ଧରାଧରି କରିବାକୁ ଆସି ଯୁବକ…

ଝାରସୁଗୁଡ଼ା/ଲଖନପୁର,୨୯ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ): ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ କୁଡ଼ାବଗା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ପୁଅ ନିଜ ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ଲହୁଲୁହାଣ କରିଥିବା…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର କହିଲେ ସ୍ତ୍ରୀଙ୍କ ସହ ୨ ଝିଅ ଓ ଗୋଟିଏ ପୁଅକୁ ବୁଝାଏ। ପୁଅ…

ପୁଅକୁ କ୍ରିକେଟର କରିବାକୁ ପିତା ହୋଇଗଲେ ଶ୍ରମିକ, ହେଲେ ଗୋଟିଏ ଭୁଲ ପାଇଁ ସବୁ ହୋଇଗଲା ନଷ୍ଟ!

ନୂଆଦିଲ୍ଲୀ,୨୩।୪: ୨୦୨୬ ଆଇପିଏଲ ସିଜିନରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଏକ ମ୍ୟାଚ ସମୟରେ ଦ୍ରୁତ ବୋଲର ମୟଙ୍କ ଯାଦବ ପ୍ରଥମ ଥର ପାଇଁ ପଡ଼ିଆକୁ ଓହ୍ଲାଇଥିଲେ। ଏହି ଖେଳରେ, ମୟଙ୍କ ଲକ୍ଷ୍ନୌ ପାଇଁ ୪ ଓଭରରେ ୫୬ ରନ ଦେଇଥିଲେ ଏବଂ…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ ୨ ଜଣ ପୋଲିସ ଅଫିସର ସହାୟତା କରିଥିବା ମୁଖ୍ୟ ଅଭିଯୁକ୍ତ ଝିଅଙ୍କ ବାପା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ ଆସିଥିବା ଝିଅଙ୍କ ପାଇଁ ତାଙ୍କ ବାପା ଉତ୍ସବ ପାଳନ କରିଛନ୍ତି, ଯାହା ଅନ୍‌ଲାଇନରେ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ମନୋଜଙ୍କୁ ପରିବାର ଲୋକେ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri