ଜ୍ୟୋତିଙ୍କୁ ନେଇ ଖୋଲିଲା ଏପର୍ଯ୍ୟନ୍ତର ସବୁଠାରୁ ବଡ଼ ଗୁମର! ସରକାରଙ୍କ ନିକଟରେ କାହିଁକି ଏତେ ବଡ଼ ଦାବି ରଖିଲେ ବାପା, ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୫: ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ଗିରଫ ହୋଇଥିବା ଜ୍ୟୋତି ମାଲହୋତ୍ରାଙ୍କ ବାପା ସରକାରଙ୍କ ନିକଟରେ ଏକ ବଡ଼ ଦାବି କରିଛନ୍ତି। ସେ କହିଥିଲେ ଯେ ସରକାର ଓକିଲ ଯୋଗାଇବା ଉଚିତ। ସେ କହିଛନ୍ତି ଯେ ପୋଲିସ ଜ୍ୟୋତିଙ୍କ ଡାଏରୀ...
ଶୋଇଥିବା ବେଳେ ଗାମୁଛା ଭିଡ଼ି ଦୁଇ ନାବାଳକ ଭାଇଙ୍କୁ ହତ୍ୟା: ଗିରଫ ହେଲେ ବାପା, ଜେଜେ ମା’
ନୟାଗଡ଼,୧୩ା୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚେଙ୍ଗେଡ଼ା ଗାଁରେ ୨ ନାବାଳକ ଭାଇଙ୍କୁ ହତ୍ୟା ଘଟଣାରେ ଅଟକ ଥିବା ବାପା ପ୍ରକାଶ ମହାନ୍ତି ଓ ଜେଜେମା ସଉରୀ ମହାନ୍ତିଙ୍କୁ ପୋଲିସ ଗିରଫ କରିଛି। ଏସ୍ପୀ ଏସ୍ ଶୁଶ୍ରୀଙ୍କ ସୂଚନାନୁସାରେ...
ବାପାଙ୍କ ପିଲାଦିନର ମାର୍କଶିଟ୍ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ଝିଅ, ନେଲେ ଏମିତି ପ୍ରତିଶୋଧ
ଯେତେବେଳେ ପିଲାମାନେ ପାଠ ପଢ଼ନ୍ତି ନାହିଁ, ମାତାପିତା ସେମାନଙ୍କ ଉପରେ ରାଗିଯାଆନ୍ତି। ସେମାନେ ଏହା କେବଳ ଏଥିପାଇଁ କରନ୍ତି ଯେ, ପିଲାମାନେ ପାଠପଢ଼ିବା ପରେ ଭଲ ଚାକିରି କରିପାରିବେ ଏବଂ ସେମାନଙ୍କର ଭବିଷ୍ୟତ ଉଜ୍ଜ୍ୱଳ ହୋଇପାରିବ। କିନ୍ତୁ ପିଲାମାନେ ଯେତେବେଳେ...
ବାପା-ପୁଅଙ୍କ ଝଗଡ଼ା ତୁଟାଇବାକୁ ଯାଇ ମାଡ଼ ଖାଇଲା ପୋଲିସ
ବିଞ୍ଝାରପୁର,୬ା୯: ଯାଜପୁର ଜିଲା ବିଞ୍ଝାରପୁର ଥାନା ହନୁମାନ ଛକ ନିକଟରେ ପୋଲିସକୁ ଆକ୍ରମଣ ହୋଇଛି। ଏକ ପାରିବାରିକ କଳହକୁ ନେଇ ୧୧୨କୁ କଲ୍ କରିଥିଲେ ବାପା। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ପୁଅ ପୋଲିସକୁ ଆକ୍ରମଣ କରିଥିଲେ। ଫଳରେ ୨...
ଟଙ୍କରାମ ହତ୍ୟା ମାମଲା: ୨ ପୁଅଙ୍କ ସହ ବାପାଙ୍କୁ ଆଜୀବନ କାରାଦଣ୍ଡ
ଲୋଇସିଂହା,୨୩ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ସଦର ଥାନା ତଥା ଲୋଇସିଂହା ବ୍ଲକ କୁଶଙ୍ଗ ପଞ୍ଚାୟତ ବଞ୍ଜାରି ଗ୍ରାମର ଟଙ୍କରାମ ପାଣ୍ଡେ ହତ୍ୟା ମାମଲାର ବଲାଙ୍ଗୀର ସେସନ କୋର୍ଟ ବିଚାର ପତି ଡ. ପବିତ୍ରମୋହନ ସାମଲ ଗୁରୁବାର ଶୁଣାଣି କରି ୩ ଅଭିଯୁକ୍ତଙ୍କୁ...
ସମ୍ପତ୍ତି ଲୋଭରେ ବାପାଙ୍କୁ ହତ୍ୟା
ବ୍ରହ୍ମପୁର,୧୯।୮(ସୁବାସ ଚନ୍ଦ୍ର ପାଢ଼ୀ): ସମ୍ପତ୍ତି ଲୋଭରେ ଜଣେ ବୃଦ୍ଧଙ୍କୁ ତାଙ୍କ ପୁଅ ଓ କିନ୍ନର ବୋହୂ ମିଶି ହତ୍ୟା କରିଥିବା ଘଟଣା ବ୍ରହ୍ମପୁର ସହରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ବ୍ରହ୍ମପୁର ଅଯୋଧ୍ୟାନଗର ୩ୟ ଲେନ୍ର ତଥା ରାଜସ୍ବ...
ମା-ବାପାଙ୍କ ଜୀବନ ନେଲେ ପୁଅ
କେନ୍ଦୁଝର,୨୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା ଅନ୍ତର୍ଗତ କାଳିକା ପ୍ରସାଦ ପଞ୍ଚାୟତ ବସିରା ଗ୍ରାମରେ ପୁଅ ଆକ୍ରମଣରେ ମା ଓ ବାପାଙ୍କ ଶୋଚନୀୟ ମୃତ୍ୟୁ ଘଟିବା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରବିବାର ସକାଳେ ଏହି ଘଟଣା ଘଟିଛି।...
Archives


