କଲେଜ ଛାତ୍ରୀଙ୍କୁ ଫେଭର ମାଗି ବନ୍ଧା ହେଲେ ଡାଟାଏଣ୍ଟ୍ରି ଅପରେଟର ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ. ରାମପୁର ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଜଣେ ଡାଟାଏଣ୍ଟ୍ରି ଅପରେଟର ଫେଭର ମାଗି ଗରିଫ ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କର୍ଲାମୁଣ୍ଡା ବ୍ଲକ୍ ରିଷିଡ଼ା…